ଗୀତସଂହିତା 36:11 - ଓଡିଆ ବାଇବେଲ11 ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। Viz kapitolaପବିତ୍ର ବାଇବଲ11 ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମୋତେ ଯେମିତି ଯନ୍ତାରେ ନ ପକାନ୍ତି। ମୁଁ ଯେମିତି ଦୁଷ୍ଟ ଲୋକମାନଙ୍କ ଦ୍ୱାରା ଧରା ନ ଯାଏ। Viz kapitola |