ଗୀତସଂହିତା 36:8 - ଓଡିଆ ବାଇବେଲ8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। Viz kapitolaପବିତ୍ର ବାଇବଲ8 ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ। Viz kapitola |