ଗୀତସଂହିତା 37:20 - ଓଡିଆ ବାଇବେଲ20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ। Viz kapitolaପବିତ୍ର ବାଇବଲ20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ। ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ। Viz kapitola |