ଗୀତସଂହିତା 37:26 - ଓଡିଆ ବାଇବେଲ26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି। Viz kapitolaପବିତ୍ର ବାଇବଲ26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ। ତେଣୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ। Viz kapitola |