ଗୀତସଂହିତା 37:7 - ଓଡିଆ ବାଇବେଲ7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। Viz kapitolaପବିତ୍ର ବାଇବଲ7 ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି। Viz kapitola |