ଗୀତସଂହିତା 37:8 - ଓଡିଆ ବାଇବେଲ8 କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କ୍ରୋଧରୁ କ୍ଷା; ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ। Viz kapitolaପବିତ୍ର ବାଇବଲ8 କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର। ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ। Viz kapitola |