ଗୀତସଂହିତା 39:12 - ଓଡିଆ ବାଇବେଲ12 ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ଵରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। Viz kapitolaପବିତ୍ର ବାଇବଲ12 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ। ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି। ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି। Viz kapitola |