ଗୀତସଂହିତା 39:6 - ଓଡିଆ ବାଇବେଲ6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନା-ଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ। Viz kapitolaପବିତ୍ର ବାଇବଲ6 ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ। Viz kapitola |