ଗୀତସଂହିତା 40:14 - ଓଡିଆ ବାଇବେଲ14 ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। Viz kapitolaପବିତ୍ର ବାଇବଲ14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି। ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର। ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ। Viz kapitola |