ଗୀତସଂହିତା 40:15 - ଓଡିଆ ବାଇବେଲ15 ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। Viz kapitolaପବିତ୍ର ବାଇବଲ15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି। ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ। Viz kapitola |