ଗୀତସଂହିତା 40:3 - ଓଡିଆ ବାଇବେଲ3 ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। Viz kapitolaପବିତ୍ର ବାଇବଲ3 ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ। ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ। Viz kapitola |