ଗୀତସଂହିତା 42:10 - ଓଡିଆ ବାଇବେଲ10 ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” Viz kapitolaପବିତ୍ର ବାଇବଲ (Re-edited) - (BSI)10 ମୋʼ ଅସ୍ଥିରେ ଖଡ଼୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି? Viz kapitolaପବିତ୍ର ବାଇବଲ10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି, ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?” Viz kapitola |