ଗୀତସଂହିତା 42:4 - ଓଡିଆ ବାଇବେଲ4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ଓ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। Viz kapitolaପବିତ୍ର ବାଇବଲ4 ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ, ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି। Viz kapitola |