ଗୀତସଂହିତା 42:9 - ଓଡିଆ ବାଇବେଲ9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?” Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?” Viz kapitolaପବିତ୍ର ବାଇବଲ9 ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର। ମୁଁ କହେ, “ହେ ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ? କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?” Viz kapitola |