ଗୀତସଂହିତା 43:2 - ଓଡିଆ ବାଇବେଲ2 କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି ? Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ତୁମ୍ଭେ ହିଁ ମୋହର ବଳ ସ୍ଵରୂପ ପରମେଶ୍ଵର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି? Viz kapitolaପବିତ୍ର ବାଇବଲ2 ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ। କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ? ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ କାହିଁକି ମୁଁ ଏତେ ଦୁଃଖ ପାଇବି। Viz kapitola |