ଗୀତସଂହିତା 43:5 - ଓଡିଆ ବାଇବେଲ5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ଓ ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ5 ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ? ମୁଁ କାହିଁକି ଏତେ ଅଧୀର ହେଉଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ। Viz kapitola |