ଗୀତସଂହିତା 44:5 - ଓଡିଆ ବାଇବେଲ5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭ ଦ୍ଵାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା; ତୁମ୍ଭ ନାମ ଦ୍ଵାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା। Viz kapitolaପବିତ୍ର ବାଇବଲ5 ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ। ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ। Viz kapitola |