ଗୀତସଂହିତା 45:1 - ଓଡିଆ ବାଇବେଲ1 ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ। Viz kapitolaପବିତ୍ର ବାଇବଲ1 ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ, ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ। ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ, ନିପୁଣ ଲେଖକର କଲମରୁ ଆସିଲା ପରି। Viz kapitola |