ଗୀତସଂହିତା 45:14 - ଓଡିଆ ବାଇବେଲ14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ। Viz kapitolaପବିତ୍ର ବାଇବଲ14 ସୌନ୍ଦର୍ଯ୍ୟରେ ମଣ୍ଡିତ ହୋଇ ସେ ରାଜାଙ୍କ ନିକଟକୁ ଆଗେଇ ଯାଏ, ତା'ର ସଖିମାନେ ତା’ ପଛରେ ଅନୁସରଣ କରନ୍ତି। Viz kapitola |