ଗୀତସଂହିତା 46:5 - ଓଡିଆ ବାଇବେଲ5 ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। Viz kapitolaପବିତ୍ର ବାଇବଲ5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି। ଏହା କେବେ ବି ଧ୍ୱଂସ ପାଇବ ନାହିଁ। ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି। Viz kapitola |