ଗୀତସଂହିତା 46:6 - ଓଡିଆ ବାଇବେଲ6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। Viz kapitolaପବିତ୍ର ବାଇବଲ6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି। ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ। Viz kapitola |