ଗୀତସଂହିତା 50:21 - ଓଡିଆ ବାଇବେଲ21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।” Viz kapitolaପବିତ୍ର ବାଇବଲ21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି। ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି। ମୁଁ ଆଉ ନୀରବରେ ରହି ପାରିବି ନାହିଁ। ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି। Viz kapitola |