ଗୀତସଂହିତା 51:1 - ଓଡିଆ ବାଇବେଲ1 ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। Viz kapitolaପବିତ୍ର ବାଇବଲ1 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋ’ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମୋର ସମସ୍ତ ପାପ କ୍ଷମା କର। Viz kapitola |