ଗୀତସଂହିତା 53:2 - ଓଡିଆ ବାଇବେଲ2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Viz kapitolaପବିତ୍ର ବାଇବଲ2 ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି। ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି ପରମେଶ୍ୱରଙ୍କୁ ଅନ୍ୱେଷଣ କରେ। Viz kapitola |