ଗୀତସଂହିତା 54:7 - ଓଡିଆ ବାଇବେଲ7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି। Viz kapitolaପବିତ୍ର ବାଇବଲ7 ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ। ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି। Viz kapitola |