ଗୀତସଂହିତା 55:17 - ଓଡିଆ ବାଇବେଲ17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ’ ରବ ଶୁଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ। Viz kapitolaପବିତ୍ର ବାଇବଲ17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ। ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି! Viz kapitola |