ଗୀତସଂହିତା 55:3 - ଓଡିଆ ବାଇବେଲ3 କାରଣ ସେମାନେ ମୋ’ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି। Viz kapitolaପବିତ୍ର ବାଇବଲ3 ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ। ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ। ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ। ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ। Viz kapitola |