Online Bible

- Reklamy -




ଗୀତସଂହିତା 56:4 - ଓଡିଆ ବାଇବେଲ

4 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?

Viz kapitola kopírovat

ପବିତ୍ର ବାଇବଲ

4 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ। ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ। ମୁଁ ପରମେଶ୍ୱରଙ୍କ ଉପରେ ନିର୍ଭର କରେ, ତେଣୁ ମୁଁ ଭୟ କରିବି ନାହିଁ। ଲୋକମାନେ ମୋତେ କ’ଣ କରି ପାରିବେ?

Viz kapitola kopírovat




ଗୀତସଂହିତା 56:4

Následuj nás:

Reklamy


Reklamy