ଗୀତସଂହିତା 56:6 - ଓଡିଆ ବାଇବେଲ6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋ’ ପ୍ରାଣର ଅପେକ୍ଷା କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି। Viz kapitolaପବିତ୍ର ବାଇବଲ6 ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି। Viz kapitola |