ଗୀତସଂହିତା 56:8 - ଓଡିଆ ବାଇବେଲ8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? Viz kapitolaପବିତ୍ର ବାଇବଲ8 ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବ। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ। Viz kapitola |