ଗୀତସଂହିତା 9:18 - ଓଡିଆ ବାଇବେଲ18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ। Viz kapitolaପବିତ୍ର ବାଇବଲ18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି। ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ। କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ। Viz kapitola |