ପ୍ରକାଶିତ 10:7 - ଓଡିଆ ବାଇବେଲ7 ମାତ୍ର ଈଶ୍ୱରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଈଶ୍ଵରଙ୍କ ଦ୍ଵାରା ଆପଣା ଦାସ ଭାବବାଦୀ-ମାନଙ୍କ ପ୍ରତି ପ୍ରକାଶିତ ଶୁଭସମ୍ଵାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍, ଯେତେବେଳେ ସେ ତୂରୀଧ୍ଵନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)7 ଯେତେବେଳେ ସପ୍ତମ ଦୂତ ତୂରୀ ବଜାଇବେ, ଈଶ୍ୱର ତାଙ୍କର ସେବକ ଭାବବାଦୀଙ୍କ ନିକଟରେ ଯେଉଁ ଗୁପ୍ତ ସଙ୍କଳ୍ପ ପ୍ରକାଶ କରିଥିଲେ, ତାହା ସମ୍ପାଦନ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଈଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ। Viz kapitolaପବିତ୍ର ବାଇବଲ7 କିନ୍ତୁ ସପ୍ତମ ଦୂତ ସେହି ଦିନମାନଙ୍କରେ ତୂରୀ ବଜାନ୍ତେ ପରମେଶ୍ୱର ଆପଣା ସେବକ ଭବିଷ୍ୟଦ୍ବକ୍ତାମାନଙ୍କୁ କହିଥିବା ବାକ୍ୟ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହେବ।” Viz kapitola |