ପ୍ରକାଶିତ 10:9 - ଓଡିଆ ବାଇବେଲ9 ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ । Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭକ୍ଷଣ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମଧୁ ପରି ମିଷ୍ଟ ଲାଗିବ। Viz kapitolaପବିତ୍ର ବାଇବଲ (CL) NT (BSI)9 ମୁଁ ଦୂତଙ୍କ ନିକଟକୁ ଯାଇ ସେହି ପାଣ୍ଡୁଲିପିଟିକୁ ମାଗିଲି। ସେ ମୋତେ କହିଲେ, “ନେଇ ଭୋଜନ କର। ତୁମ ଉଦର ପାଇଁ ଏହା ତିକ୍ତ, କିନ୍ତୁ ତୁମ ମୁଖରେ ଏହା ମଧୁ ପରି ମିଷ୍ଟ ଲାଗିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ। Viz kapitolaପବିତ୍ର ବାଇବଲ9 ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମୋତେ କହିଲେ, “ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପେଟକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।” Viz kapitola |