ପ୍ରକାଶିତ 11:10 - ଓଡିଆ ବାଇବେଲ10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ପୃଥିବୀ ନିବାସୀମାନେ ସେମାନଙ୍କର ମୃତ୍ୟୁ ସମ୍ଵାଦ ଶୁଣି ଆନନ୍ଦ ଓ ଆମୋଦ-ପ୍ରମୋଦ କରିବେ, ପୁଣି ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ,। Viz kapitolaପବିତ୍ର ବାଇବଲ (CL) NT (BSI)10 ଏହି ଦୁଇଜଣଙ୍କ ମୃତ୍ୟୁ ଲାଗି ପୃଥିବୀର ଲୋକମାନେ ଆନନ୍ଦିତ ହେବେ, ଆମୋଦ ପ୍ରମୋଦ କରି ପରସ୍ପର ନିକଟକୁ ଉପହାର ପଠାଇବେ; କାରଣ, ସେହି ଭାବବାଦୀମାନଙ୍କ ଯୋଗୁଁ ପୃଥ୍ୱୀବାସୀମାନେ ବଡ଼ ହଇରାଣ ହେଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ। Viz kapitolaପବିତ୍ର ବାଇବଲ10 ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ। Viz kapitola |