ପ୍ରକାଶିତ 11:2 - ଓଡିଆ ବାଇବେଲ2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ବିଜାତିମାନଙ୍କୁ ଦତ୍ତ ହୋଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପୁଣ୍ୟ ନଗରୀକୁ ପଦ ତଳେ ଦଳିତ କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ମାପ ନାହିଁ। କାରଣ, ତାହା ଅନ୍ୟ ଜାତିମାନଙ୍କୁ ଦାନ କରାଯାଇଛି। ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ଏହି ପବିତ୍ର ନଗରୀକୁ ପଦଦଳିତ କରି ରଖିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ। Viz kapitolaପବିତ୍ର ବାଇବଲ2 କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। Viz kapitola |