ପ୍ରକାଶିତ 11:8 - ଓଡିଆ ବାଇବେଲ8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା । Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ। Viz kapitolaପବିତ୍ର ବାଇବଲ (CL) NT (BSI)8 ସେ ସେମାନଙ୍କୁ ପରାଜିତ କରି ହତ୍ୟା କରିବ ଏବଂ ଯେଉଁ ମହାନଗରୀରେ, ରାଜପଥରେ ପ୍ରଭୁ କ୍ରୁଶବିଦ୍ଧ ହୋଇଥିଲେ, ସେହିଠାରେ ସେମାନଙ୍କର ଶବ ପଡ଼ି ରହିବ। ସେହି ସହରକୁ ସଦୋମ ଓ ମିସର ବୋଲି କୁହାଯାଇ ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ। Viz kapitolaପବିତ୍ର ବାଇବଲ8 ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। Viz kapitola |