ପ୍ରକାଶିତ 12:16 - ଓଡିଆ ବାଇବେଲ16 କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହଯ୍ୟ କଲା । Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସ୍ତ୍ରୀଲୋକଙ୍କର ସାହାଯ୍ୟ କଲା। Viz kapitolaପବିତ୍ର ବାଇବଲ (CL) NT (BSI)16 କିନ୍ତୁ ତାକୁ ରକ୍ଷା କରିବା ପାଇଁ ପୃଥିବୀ ନିଜର ମୁଖ ଫିଟାଇ ଦ୍ୟାବଳ ମୁଖରୁ ବାହାରୁ ଥିବା ସମସ୍ତ ଜଳକୁ ପାନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା। Viz kapitolaପବିତ୍ର ବାଇବଲ16 କିନ୍ତୁ ପୃଥିବୀ ସେହି ସ୍ତ୍ରୀକୁ ସାହାଯ୍ୟ କଲା। ପୃଥିବୀ ତା'ର ମୁଖ ଖୋଲିଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦେଲା। Viz kapitola |