ପ୍ରକାଶିତ 13:14 - ଓଡିଆ ବାଇବେଲ14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ। Viz kapitolaପବିତ୍ର ବାଇବଲ (CL) NT (BSI)14 ଏବଂ ପ୍ରଥମ ପଶୁର ଉପସ୍ଥିତିରେ ଏହିପରି ବହୁ ଅଲୌକିକ କର୍ମମାନ କରି ପୃଥ୍ୱୀବାସୀ ସମସ୍ତଙ୍କୁ ପ୍ରତାରଣା କଲା। ଖଡ଼୍ଗାହତ ହୋଇ ଆରୋଗ୍ୟ ଲାଭ କରିଥିବା ପ୍ରଥମ ପଶୁଟିର ସମ୍ମାନାର୍ଥେ ତାହାର ଏକ ପ୍ରତିମୂର୍ତ୍ତି ନିର୍ମାଣ କରିବା ପାଇଁ ଦ୍ୱିତୀୟ ପଶୁଟି ଲୋକମାନଙ୍କୁ ଆଦେଶ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ। Viz kapitolaପବିତ୍ର ବାଇବଲ14 ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା। Viz kapitola |