ପ୍ରକାଶିତ 13:16 - ଓଡିଆ ବାଇବେଲ16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ଵାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟିଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, Viz kapitolaପବିତ୍ର ବାଇବଲ (CL) NT (BSI)16 ଉଚ୍ଚନୀଚ, କ୍ରୀତଦାସ ବା ସ୍ୱାଧୀନ, ଧନୀ ଦରିଦ୍ର ନିର୍ବିଶେଷରେ ସମସ୍ତଙ୍କର ଦକ୍ଷିଣ ହସ୍ତରେ କିଅବା କପାଳରେ ଏକ ସଙ୍କେତ ସ୍ଥାପନ କରିବାକୁ ସେ ଲୋକମାନଙ୍କୁ ବାଧ୍ୟ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, Viz kapitolaପବିତ୍ର ବାଇବଲ16 ଦ୍ୱିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ୱାଧୀନ ଓ ପରାଧୀନ ନିର୍ବିଶେଷରେ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହାତରେ କିମ୍ବା ସେମାନଙ୍କ କପାଳରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ୟ କଲା। Viz kapitola |