ପ୍ରକାଶିତ 14:16 - ଓଡିଆ ବାଇବେଲ16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା । Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ସେହି ମେଘାରୂଢ଼ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା। Viz kapitolaପବିତ୍ର ବାଇବଲ (CL) NT (BSI)16 ଏହା ଶୁଣି ମେଘାରୂଢ଼ ବ୍ୟକ୍ତି ତାଙ୍କର ଦାଆ ଚଳାଇଲେ ଓ ପୃଥିବୀର ଫସଲ ସବୁ ସଂଗୃହୀତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା। Viz kapitolaପବିତ୍ର ବାଇବଲ16 ତେଣୁ ମେଘ ଉପରେ ଯିଏ ବସିଥିଲେ, ସେ ପୃଥିବୀର ଶସ୍ୟରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ୟ କଟାଗଲା। Viz kapitola |