ପ୍ରକାଶିତ 14:6 - ଓଡିଆ ବାଇବେଲ6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀ ନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚ ସ୍ଵରରେ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)6 ତା’ପରେ ମୁଁ ପୁଣି ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ଆକାଶରେ ଅତି ଉଚ୍ଚରେ ଉଡ଼ି ଉଡ଼ି, ପୃଥିବୀର ସମସ୍ତ ଜାତି, ଗୋଷ୍ଠୀ, ଭାଷାଭାଷୀ ଓ ରାଷ୍ଟ୍ରର ଲୋକମାନଙ୍କ ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ଘୋଷଣା କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ, Viz kapitolaପବିତ୍ର ବାଇବଲ6 ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା। Viz kapitola |