ପ୍ରକାଶିତ 16:10 - ଓଡିଆ ବାଇବେଲ10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିଭ କାମୁଡ଼ିବାକୁ ଲାଗିଲେ; Viz kapitolaପବିତ୍ର ବାଇବଲ (CL) NT (BSI)10 ତାହାପରେ ପଞ୍ଚମ ଦୂତ ତାଙ୍କ ପାତ୍ରଟିକୁ ପଶୁର ସିଂହାସନ ଉପରେ ଢ଼ାଳି ଦେଲେ। ପଶୁର ରାଜ୍ୟ ଉପରେ ଅନ୍ଧକାର ଘୋଟିଗଲା ଏବଂ ଲୋକମାନେ ଯନ୍ତ୍ରଣାରେ ସେମାନଙ୍କ ଜିଭ କାମୁଡ଼ି ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ; Viz kapitolaପବିତ୍ର ବାଇବଲ10 ପଞ୍ଚମ ଦୂତ ତାହାଙ୍କ ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ। ଏହା ଦ୍ୱାରା ପଶୁର ରାଜ୍ୟରେ ଅନ୍ଧକାର ଘୋଟିଗଲା। ଲୋକମାନେ ଯନ୍ତ୍ରଣାରେ ଜିଭ କାମୁଡ଼ିଲେ। Viz kapitola |