ପ୍ରକାଶିତ 16:17 - ଓଡିଆ ବାଇବେଲ17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା । Viz kapitolaପବିତ୍ର ବାଇବଲ (Re-edited) - (BSI)17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ଵର ହେଲା, ସମାପ୍ତ ହେଲା। Viz kapitolaପବିତ୍ର ବାଇବଲ (CL) NT (BSI)17 ତାହାପରେ ସପ୍ତମ ଦୂତ ତାଙ୍କ ପାତ୍ରର ସାମଗ୍ରୀକୁ ବାୟୁମଣ୍ଡଳରେ ନିକ୍ଷେପ କଲେ। ତହୁଁ ମନ୍ଦିରରେ ଥିବା ସିଂହାସନରୁ ଉଚ୍ଚ ସ୍ୱରରେ ଗୋଟିଏ ବାଣୀ ଶୁଣାଗଲା: “କାର୍ଯ୍ୟ ସମ୍ପାଦିତ ହୋଇଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚସ୍ୱର ହେଲା, ସମାପ୍ତ ହେଲା। Viz kapitolaପବିତ୍ର ବାଇବଲ17 ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାୟୁରେ ଢାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ୱର ଆସିଲା। ସେହି ସ୍ୱର କହିଲା, “ଏହା ସମାପ୍ତ ହେଲା।” Viz kapitola |