ପ୍ରକାଶିତ 16:19 - ଓଡିଆ ବାଇବେଲ19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ବିଜାତିମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ଵର ଆପଣା ପ୍ରଚଣ୍ତ କ୍ରୋଧ-ରୂପ ମଦିରାପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ। Viz kapitolaପବିତ୍ର ବାଇବଲ (CL) NT (BSI)19 ମହାନଗରୀ ତିନି ଖଣ୍ଡରେ ବିଭକ୍ତ ହେଲା, ପୃଥିବୀର ସମସ୍ତ ନଗର ଧ୍ୱଂସ ପାଇଗଲା। ଈଶ୍ୱର ମହାନଗର ବାବିଲନ୍ଙ୍କୁ ଭୁଲି ନ ଥିଲେ। ସେ ତାଙ୍କ ପାନପାତ୍ରରୁ ତାଙ୍କର ପ୍ରଚଣ୍ଡ କ୍ରୋଧରୂପ ସୁରା ତାକୁ ପାନ କରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ। Viz kapitolaପବିତ୍ର ବାଇବଲ19 ମହାନଗରୀ ତିନି ଭାଗରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହୋଇଗଲା। ପରମେଶ୍ୱର ମହାନଗରୀ ବାବିଲୋନକୁ ଦଣ୍ଡ ଦେବା ପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କ୍ରୋଧରୂପ ମଦିରା ପାତ୍ରରୁ ପାନ କରାଇଲେ। Viz kapitola |