ପ୍ରକାଶିତ 17:18 - ଓଡିଆ ବାଇବେଲ18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ। Viz kapitolaପବିତ୍ର ବାଇବଲ (CL) NT (BSI)18 “ତୁମେ ଯେଉଁ ସ୍ତ୍ରୀ ଲୋକଟିକୁ ଦେଖିଲ, ସେ ହେଉଛି, ପୃଥିବୀର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କରୁଥିବା ସେହି ମହାନ ନଗରୀ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ। Viz kapitolaପବିତ୍ର ବାଇବଲ18 ତୁମ୍ଭେ ଯେଉଁ ସ୍ତ୍ରୀକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା, ସେହି ମହାନଗରୀକୁ ବୁଝାଏ।” Viz kapitola |