ପ୍ରକାଶିତ 17:9 - ଓଡିଆ ବାଇବେଲ9 ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ । ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା; Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ। ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା; Viz kapitolaପବିତ୍ର ବାଇବଲ (CL) NT (BSI)9 “ଏହି ସବୁ ବିଷୟ ବୁଝିବା ପାଇଁ ପ୍ରଜ୍ଞା ଆବଶ୍ୟକ। ପଶୁର ସାତଟି ମସ୍ତକ ବାସ୍ତବିକ ସାତଟି ପର୍ବତ, ଯାହା ଉପରେ ସ୍ତ୍ରୀ ଲୋକଟି ଉପବିଷ୍ଟ। ସେଗୁଡ଼ିକ ମଧ୍ୟ ସାତଟି ରାଜାଙ୍କ ପ୍ରତୀକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ। ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା; Viz kapitolaପବିତ୍ର ବାଇବଲ9 “ଏହାକୁ ବୁଝିବା ପାଇଁ ଜ୍ଞାନଯୁକ୍ତ ମନ ଆବଶ୍ୟକ। ଏହି ପଶୁର ସାତୋଟିମସ୍ତକ ହେଉଛି ସାତୋଟି ପର୍ବତ, ଯାହା ଉପରେ ସେ ବସେ। ତାହା ସାତ ଜଣ ରାଜାଙ୍କୁ ମଧ୍ୟ ବୁଝାଏ। Viz kapitola |