Online Bible

- Reklamy -




ପ୍ରକାଶିତ 18:12 - ଓଡିଆ ବାଇବେଲ

12 ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ବସ୍ତ୍ର, ପଟୁବସ୍ତ୍ର, ସିନ୍ଦୁରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର (ମାର୍ବଲ୍) ନିର୍ମିତ ସମସ୍ତ ପ୍ରକାର ବସ୍ତୁ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବସ୍ତ୍ର, ପଟ୍ଟବସ୍ତ୍ର, ସିନ୍ଦୂରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତିଦନ୍ତର ସର୍ବପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,

Viz kapitola kopírovat

ପବିତ୍ର ବାଇବଲ

12 ସେମାନେ ସୁନା, ରୂପା, ମୂଲ୍ୟବାନ ପଥର, ମୁକ୍ତା, ସୂକ୍ଷ୍ମ ରେଶମବସ୍ତ୍ର, ବାଇଗଣି ରଙ୍ଗର ବସ୍ତ୍ର; ରେଶମୀ ଓ ଲାଲ ବସ୍ତ୍ର; ପ୍ରତ୍ୟେକ ପ୍ରକାରର ଚନ୍ଦନ ଆଦି ସୁବାସିତ କାଠ ଜିନିଷ; ହାତୀ ଦାନ୍ତର ପଦାର୍ଥମାନ, ମୂଲ୍ୟବାନ୍ କାଠ, ପିତ୍ତଳ, ଲୌହ ଓ ମର୍ମର ପଥରରେ ନିର୍ମିତ ଶିଳ୍ପଦ୍ରବ୍ୟ;

Viz kapitola kopírovat




ପ୍ରକାଶିତ 18:12

Následuj nás:

Reklamy


Reklamy