ପ୍ରକାଶିତ 18:14 - ଓଡିଆ ବାଇବେଲ14 ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହରବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୋହର ପ୍ରାଣର ଅଭିଳଷିତ ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି ସମସ୍ତ ସୁସ୍ଵାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)14 ବ୍ୟବସାୟୀମାନେ ତାକୁ କହିବେ: “ତୁମର ଅଭିଳଷିତ ସମସ୍ତ ଉତ୍ତମ ଦ୍ରବ୍ୟ ଉଭେଇ ଯାଇଛି ଏବଂ ତୁମର ଧନ ସମ୍ପତ୍ତିର ଚାକଚକ୍ୟ ଆଉ ନାହିଁ। ତୁମେ ସେଗୁଡ଼ିକୁ ଆଉ କେବେ ଫେରି ପାଇବ ନାହିଁ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ। Viz kapitolaପବିତ୍ର ବାଇବଲ14 ‘ହେ ବାବିଲ! ତୁମ୍ଭେ ଯେଉଁ ଉତ୍ତମ ଜିନିଷ ଗ୍ଭହୁଁଥିଲ, ସେସବୁ ତୁମ୍ଭଠାରୁ ଗ୍ଭଲିଯାଇଛି। ତୁମ୍ଭର ସବୁ ସୌଖିନ ଓ ମନୋହରୀ ଦ୍ରବ୍ୟମାନ ତୁମ୍ଭଠାରୁ ଉଭେଇ ଯାଇଛି। ତୁମ୍ଭେ ସେସବୁ ଆଉ କେବେ ପାଇବ ନାହିଁ।’ Viz kapitola |