ପ୍ରକାଶିତ 19:15 - ଓଡିଆ ବାଇବେଲ15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ତାହାଙ୍କ ମୁଖରୁ ତୀକ୍ଷ୍ମ ଖଡ଼୍ଗ ନିର୍ଗତ ହୁଏ, ତଦ୍ଦ୍ଵାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହଦଣ୍ତରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ଵରଙ୍କ ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାକୁଣ୍ତ ଦଳନ କରିବେ,। Viz kapitolaପବିତ୍ର ବାଇବଲ (CL) NT (BSI)15 ତାଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଡ଼୍ଗ ନିଷ୍କାସିତ ହୋଇଥିଲା। ତାହା ସାହାଯ୍ୟରେ ସେ ପୃଥିବୀର ସମସ୍ତ ଜାତିକୁ ପରାସ୍ତ କରିବେ। ପୁଣି ସେମାନଙ୍କୁ ସେ ଲୌହଦଣ୍ଡରେ ଶାସନ କରିବେ ଏବଂ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁ ସେ ପେଷଣ କୁଣ୍ଡରେ ନିଜେ ଦଳି ସୁରା ବାହାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ। Viz kapitolaପବିତ୍ର ବାଇବଲ15 ସେହି ଅଶ୍ୱାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରୟୋଗ କରିବେ। ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ୱରଙ୍କର କ୍ରୋଧରୂପ ଦ୍ରାକ୍ଷାପେଷା କୁଣ୍ଡକୁ ଦଳି ପକାଇବେ। Viz kapitola |