ପ୍ରକାଶିତ 19:16 - ଓଡିଆ ବାଇବେଲ16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ । Viz kapitolaପବିତ୍ର ବାଇବଲ (Re-edited) - (BSI)16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ। Viz kapitolaପବିତ୍ର ବାଇବଲ (CL) NT (BSI)16 ତାଙ୍କ ପୋଷାକ ଉପରେ ଓ ଉରୁଦେଶରେ ଲେଖା ହୋଇଥିଲା, “ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।” Viz kapitolaପବିତ୍ର ବାଇବଲ16 ତାହାଙ୍କ ପୋଷାକ ଓ ଜଘଂଦେଶରେ ଏହା ଲେଖାଥିଲା: ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ Viz kapitola |